Saturday, August 8, 2026
24.2 C
Odisha

    ଆହୁରି ୪ଦିନ କାଳବୈଶାଖୀ, ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ଲାଗି ରହିଛି କାଳବୈଶାଖୀ ବର୍ଷା । ଆହୁରି ୪ଦିନ କାଳବୈଶାଖୀ ସମ୍ଭାବନା । ବିଜୁଳି ଘଡ଼ଘଡି ସହ କୁଆପଥର ବର୍ଷା ହୋଇପାରେ । ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ବହିପାରେ ପବନ । ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ନୂଆପଡା, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ନୟାଗଡ, ଅନୁଗୁଳ, ଢେଙ୍କାନାଳରେ ବର୍ଷା ହେବ । ଯାଜପୁର, ଭଦ୍ରକ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା ଓ ଜଗତସିଂହପୁରକୁ ମଧ୍ୟ ଆଲର୍ଟ ଜାରି ହୋଇଛି ।

    ସେହିପରି କାଲି ପାଇଁ ୬ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗୋଟିଏରୁ ଦୁଇଟି ସ୍ଥାନରେ ଘଡଘଡି, କୁଆପଥର ମାଡ ସହ ଝଟକା ପବନ ହୋଇପାରେ । ଆସନ୍ତା ୨୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଏଭଳି ସ୍ଥିତି ଜାରି ରହିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.2 ° C
    24.2 °
    24.2 °
    91 %
    1.2kmh
    100 %
    Fri
    24 °
    Sat
    30 °
    Sun
    30 °
    Mon
    28 °
    Tue
    30 °

    ସମ୍ବନ୍ଧିତ