Saturday, April 4, 2026
29.2 C
Odisha

    ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଏଡିଇଓ ପାର୍ଥସାରଥୀ ବିଶୋୟୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

    ଆଗକୁ ପଢନ୍ତୁ

    ବୋରିଗୁମ୍ମା: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ଚମ୍ପିଆ ପଂଚାୟତର ଏଡିଇଓ ପାର୍ଥସାରଥୀ ବିଶୋୟୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଚାଲିଛି। ଏକକାଳୀନ ୭ଟି ସ୍ଥାନରେ ଜୟପୁର ଭିଜିଲାନ୍ସ ଟିମ ଚଢ଼ାଉ ଜାରି ରଖିଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.2 ° C
    29.2 °
    29.2 °
    34 %
    1.5kmh
    98 %
    Sat
    38 °
    Sun
    37 °
    Mon
    38 °
    Tue
    38 °
    Wed
    38 °

    ସମ୍ବନ୍ଧିତ