Thursday, July 30, 2026
29.9 C
Odisha

    ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    ଆଗକୁ ପଢନ୍ତୁ

    ବାଲେଶ୍ଵର: ଅବଦୁଲ୍‌ କଲାମ ଦ୍ୱୀପରୁ ବୁଧବାର ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷଣ ହୋଇଛି। ଅପରାହ୍ନ ୪ଟା ୧୫ ମିନିଟ୍‌ରେ ବ୍ୟାବହାରିକ ପରୀକ୍ଷଣ ହୋଇଛି। ପ୍ରଥମେ ଚାନ୍ଦିପୁରର ୩ ନଂ ଲଞ୍ଚପ୍ୟାଡ୍‌ରୁ ପୃଥ୍ବୀ-୨ ଉତ୍‌କ୍ଷେପଣ କରାଯାଇଥିଲା। ୨୩୦ କିଲୋମିଟର ପର୍ଯ୍ୟନ୍ତ ଏହି ମିସାଇଲ ଲକ୍ଷ୍ୟଭେଦ କରିପାରିବ। ଟାର୍ଗେଟକୁ ସଫଳତାର ସହିତ ଲକ୍ଷ୍ୟଭେଦ କରିଥିବା ସୂଚନା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    29.9 ° C
    29.9 °
    29.9 °
    73 %
    3.4kmh
    97 %
    Thu
    30 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ