Saturday, March 21, 2026
27.2 C
Odisha

    ଇଲେକ୍ଟୋରାଲ ବଣ୍ଡ ସାର୍ବଜନୀନ କଲା ଭାରତୀୟ ନିର୍ବାଚନ ଆୟୋଗ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଭାରତୀୟ ନିର୍ବାଚନ ଆୟୋଗ ଇଲେକ୍ଟୋରାଲ ବଣ୍ଡ ସମ୍ପର୍କିତ ସୂଚନା ସାର୍ବଜନୀନ କରିଛନ୍ତି। ଆୟୋଗ ପକ୍ଷରୁ ୱେବସାଇଟରେ ଇଲେକ୍ଟୋରାଲ ବଣ୍ଡ ଡାଟା ଅପଲୋଡ୍ କରାଯାଇଛି। https://www.eci.gov.in/disclosure-of-electoral-bonds ୱେବସାଇଟକୁ ଯାଇ ଦେଖିପାରିବେ।
    ନିର୍ବାଚନ ଆୟୋଗ କହିଛନ୍ତି ଯେ, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ୧୨ ମାର୍ଚ୍ଚ ୨୦୨୪ରେ ନିର୍ବାଚନ ଆୟୋଗଙ୍କୁ ଇଲେକ୍ଟୋରାଲ ବଣ୍ଡ ଡାଟା ଉପଲବ୍ଧ କରାଇଥିଲା। ଗୁରୁବାର ନିର୍ବାଚନ ଆୟୋଗ ଏହି ଡାଟାକୁ ଅପଲୋଡ୍ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    27.2 ° C
    27.2 °
    27.2 °
    48 %
    0.4kmh
    11 %
    Sat
    32 °
    Sun
    33 °
    Mon
    34 °
    Tue
    37 °
    Wed
    38 °

    ସମ୍ବନ୍ଧିତ