Tuesday, March 17, 2026
22.9 C
Odisha

    ଇଲେକ୍ଟ୍ରୋନିକ୍ସ ଦୋକାନରେ ଅଗ୍ନିକାଣ୍ଡ

    ଆଗକୁ ପଢନ୍ତୁ

    ଭଦ୍ରକ: ଭଦ୍ରକରେ ଏକ ଇଲେକ୍ଟ୍ରୋନିକ୍ସ ଦୋକାନରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି।
    ସୂଚନାନୁଯାୟୀ, ଧୂଷୁରୀ ବଜାରରେ ଥିବା ଦୋକାନରେ ନିଆଁ ଲାଗିଯାଇଛି।ଅଗ୍ନିକାଣ୍ଡ ଯୋଗୁଁ ଇଲେକ୍ଟ୍ରୋନିକ୍ସ ଦୋକାନରେ ଥିବା ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇଯାଇଛି। ନିଆଁ ଲାଗିବା ପରେ ଦମକଳ ବାହିନୀ ଘଟଣାସ୍ଥଳରେ ପହଁଚିଥିଲେ । ଅଗ୍ନିଶନ ବାହିନୀ ଦ୍ୱାରା ନିଆଁକୁ ଆୟତ୍ତ କରାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    22.9 ° C
    22.9 °
    22.9 °
    64 %
    3.3kmh
    85 %
    Tue
    24 °
    Wed
    35 °
    Thu
    36 °
    Fri
    35 °
    Sat
    34 °

    ସମ୍ବନ୍ଧିତ