Friday, November 20, 2026
20.1 C
Odisha

    ଉତ୍ତରପ୍ରଦେଶରେ ଅଦିନିଆ ରଥଯାତ୍ରା, ପ୍ରତିବାଦ କରିଛି ପୁରୀ ଶ୍ରୀମନ୍ଦିର ପ୍ରଶାସନ

    ଆଗକୁ ପଢନ୍ତୁ

    ପୁରୀ : ଉତ୍ତରପ୍ରଦେଶରେ ଅଦିନିଆ ରଥଯାତ୍ରା । ହାପୁର ଜିଲ୍ଲାର ଶ୍ରୀଜଗନ୍ନାଥ ସେବା ସମିତି ଏହି ଅଦିନିଆ ରଥଯାତ୍ରା ପାଳନ କରିବାକୁ ଯାଉଛି । ଏହାକୁ ନେଇ ଦୃଢ ପ୍ରତିବାଦ କରିଛି ପୁରୀ ଶ୍ରୀମନ୍ଦିର ପ୍ରଶାସନ । ଏହା ଜାଣିବା ପରେ ହାପୁର ଜିଲ୍ଲା ମାଜିଷ୍ଟ୍ରେଟଙ୍କୁ ଏକ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଅଦିନିଆ ରଥଯାତ୍ରାରୁ ନିବୃତ ରହିବା ପାଇଁ ମଧ୍ୟ ଚିଠିରେ ଉଲ୍ଲେଖ କରାଯାଇଛି ।

    ଚଳିତ ବର୍ଷ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନେତ୍ରୋତ୍ସବ ଓ ରଥଯାତ୍ରା , ପାରମ୍ପରିକ ତଥା ଶାସ୍ତ୍ରାନୁମୋଦିତ ବିଧି ଅନୁସାରେ ଜୁଲାଇ ୧୪ ଓ ୧୬ ତାରିଖରେ ଅନୁଷ୍ଠିତ ହେବ । ଏହି ଦିନ ଭିନ୍ନ ଅନ୍ୟ କୌଣସି ଦିନ ନେତ୍ରୋତ୍ସବ ଓ ରଥଯାତ୍ରା ପାଳନ କଲେ ଦେଶ ବିଦେଶର ଅଗଣିତ ଭକ୍ତ ମାନଙ୍କର ଧାର୍ମିକ ଭାବନାରେ ଆଘାତ ସୃଷ୍ଟି କରିବ ବୋଲି ମୁଖ୍ୟ ପ୍ରଶାସକ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    20.1 ° C
    20.1 °
    20.1 °
    99 %
    1.9kmh
    100 %
    Fri
    20 °
    Sat
    24 °
    Sun
    28 °
    Mon
    29 °
    Tue
    28 °

    ସମ୍ବନ୍ଧିତ