Saturday, January 10, 2026
11.7 C
Odisha

    ଉତ୍ତରପ୍ରଦେଶରେ ସାବରମତୀ ଏକ୍ସପ୍ରେସ୍ ଲାଇନଚ୍ୟୁତ୍‌

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଶୁକ୍ରବାର ବିଳମ୍ବିତ ରାତିରେ ବାରାଣସୀରୁ ଆହମଦାବାଦ ଅଭିମୁଖେ ଯାତ୍ରା କରୁଥିବା ସାବରମତୀ ଏକ୍ସପ୍ରେସ୍ ଲାଇନଚ୍ୟୁତ୍ ହୋଇଥିବା ଖବର ସାମ୍ନାକୁ ଆସିଛି । ଉତ୍ତରପ୍ରଦେଶର କାନପୁର-ଭୀମସେନ୍ ଷ୍ଟେସନ ମଝିରେ ଏହି ଦୁର୍ଘଟଣା ଘଟିଥିଲା । ଏହି ଦୁର୍ଘଟଣାରେ ଟ୍ରେନର ୨୨ଟି ବଗି ଲାଇନଚ୍ୟୁତ୍ ହୋଇଥିବା ବେଳେ କୌଣସି ଯାତ୍ରୀ ମୃତାହତ ହେବାର ସୂଚନା ମିଳିନି । ଏହ ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା ।ଖବର ପାଇ ରେଳବାଇ ପୋଲିସ, ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଂଚି ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ଜାରି କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    11.7 ° C
    11.7 °
    11.7 °
    27 %
    1.3kmh
    73 %
    Sat
    26 °
    Sun
    28 °
    Mon
    29 °
    Tue
    29 °
    Wed
    27 °

    ସମ୍ବନ୍ଧିତ