Sunday, August 2, 2026
30.8 C
Odisha

    ଉତ୍ତରପ୍ରଦେଶରେ ସାବରମତୀ ଏକ୍ସପ୍ରେସ୍ ଲାଇନଚ୍ୟୁତ୍‌

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଶୁକ୍ରବାର ବିଳମ୍ବିତ ରାତିରେ ବାରାଣସୀରୁ ଆହମଦାବାଦ ଅଭିମୁଖେ ଯାତ୍ରା କରୁଥିବା ସାବରମତୀ ଏକ୍ସପ୍ରେସ୍ ଲାଇନଚ୍ୟୁତ୍ ହୋଇଥିବା ଖବର ସାମ୍ନାକୁ ଆସିଛି । ଉତ୍ତରପ୍ରଦେଶର କାନପୁର-ଭୀମସେନ୍ ଷ୍ଟେସନ ମଝିରେ ଏହି ଦୁର୍ଘଟଣା ଘଟିଥିଲା । ଏହି ଦୁର୍ଘଟଣାରେ ଟ୍ରେନର ୨୨ଟି ବଗି ଲାଇନଚ୍ୟୁତ୍ ହୋଇଥିବା ବେଳେ କୌଣସି ଯାତ୍ରୀ ମୃତାହତ ହେବାର ସୂଚନା ମିଳିନି । ଏହ ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା ।ଖବର ପାଇ ରେଳବାଇ ପୋଲିସ, ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଂଚି ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ଜାରି କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    30.8 ° C
    30.8 °
    30.8 °
    69 %
    2.8kmh
    100 %
    Sun
    31 °
    Mon
    31 °
    Tue
    31 °
    Wed
    29 °
    Thu
    29 °

    ସମ୍ବନ୍ଧିତ