Saturday, August 22, 2026
25.1 C
Odisha

    ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପର ପ୍ରଭାବ : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି

    ଆଗକୁ ପଢନ୍ତୁ

    ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ହେଉଛି । ଆଗାମୀ ୨୪ ଘଣ୍ଟା ଭିତରେ ପଶ୍ଚିମ -ଉତ୍ତରପଶ୍ଚିମ ଦିଗରେ ଗତି କରିବ ବର୍ଷା । ୨୫ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ୨୬ ତାରିଖ ବେଳକୁ ଅବପାତରେ ପରିଣତ ହୋଇପାରେ । ଫଳରେ ଆଜିଠୁ ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ଆଗକୁ ଦୁର୍ଗାପୂଜା ଆସୁଥିବାରୁ ବର୍ଷା ଏଥର ଦଶହରା ମଉଜକୁ ଫିକା କରିପାରେ

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.1 ° C
    25.1 °
    25.1 °
    93 %
    1.4kmh
    100 %
    Sat
    25 °
    Sun
    28 °
    Mon
    28 °
    Tue
    28 °
    Wed
    29 °

    ସମ୍ବନ୍ଧିତ