Friday, May 29, 2026
29.1 C
Odisha

    ଉପରମୁଁହା ହେଉଛି ସୁନା ଓ ରୁପା ଦାମ୍, ଜାଣି ରଖନ୍ତୁ ମୂଲ୍ୟ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୨,୪୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୯,୭୫୦ ଟଙ୍କା ଛୁଇଁଛି ।

    ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୨,୪୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ହଜାର ୧,୩୯,୭୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୨,୪୬୦ ଟଙ୍କା ଓ ୨୨ କ୍ୟାରେଟ ମୂଲ୍ୟ ୧,୩୯,୭୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରଟେ୍ ୧,୫୨,୩୯୦ ଟଙ୍କା ଓ ୨୨ କ୍ୟାରେଟ ୧,୩୯,୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୩,୮୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୧,୦୧୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୨,୪୬୦ ଓ ୨୨ କ୍ୟାରଟ ମୂଲ୍ୟ ୧,୩୯,୭୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୭୦,୦୦୦ ଟଙ୍କା ହୋଇଛି ।

    କମେିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –

    ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସନେ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷପେ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.1 ° C
    29.1 °
    29.1 °
    49 %
    2.4kmh
    1 %
    Thu
    29 °
    Fri
    45 °
    Sat
    42 °
    Sun
    40 °
    Mon
    40 °

    ସମ୍ବନ୍ଧିତ