Saturday, February 21, 2026
25.7 C
Odisha

    ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା, ସାମ୍ନାକୁ ଆସିବ ବଳଙ୍ଗା ସତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବଳଙ୍ଗା ସତ ନିଶ୍ଚିତ ସାମ୍ନାକୁ ଆସିବ। ଖୁବ ଶୀଘ୍ର ସତ ସାମ୍ନାକୁ ଆସିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ପୋଲିସ ପ୍ରଶାସନ ନିଷ୍ଠାର ସହ ତଦନ୍ତ କରୁଥିବା ସେ କହିଛନ୍ତି । ପୀଡ଼ିତାଙ୍କ ପରିବାର ଏକ ଗରିବ ପରିବାର । ତାଙ୍କୁ କିଭଳି ଓ କଣ ସହାୟତା ପ୍ରଦାନ କରାଯିବ ଏ ନେଇ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି କହିଛନ୍ତି ।

    ରାଜ୍ୟ ସରକାର ପୀଡ଼ିତାଙ୍କ ପରିବାର ସହ ଅଛନ୍ତି, ସବୁ କରିବାକୁ ପ୍ରସ୍ତୁତ । ଝିଅ ପରିବାର ବହୁତ ଗରିବ, ସେମାନଙ୍କୁ ସରକାର ସବୁ ସୁବିଧା ଯୋଗାଇଦେବେ । ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ପରିବାର ପାଇଁ ଯାହା କରିବାର ଅଛି କରିବୁ । ଶେଷ ଯାଏଁ ପୋଲିସ ଉପରେ ଭରସା ରଖନ୍ତୁ, ଯାହା ସତ୍ୟ ପଦାକୁ ଆସିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.7 ° C
    25.7 °
    25.7 °
    24 %
    1.4kmh
    2 %
    Sat
    28 °
    Sun
    35 °
    Mon
    36 °
    Tue
    35 °
    Wed
    34 °

    ସମ୍ବନ୍ଧିତ