Saturday, January 10, 2026
13.8 C
Odisha

    ଊର୍ଦ୍ଦୁ କବି ଗୁଲଜାର ଓ ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ ପାଇବେ ଜ୍ଞାନପୀଠ ପୁରସ୍କାର

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ପ୍ରସିଦ୍ଧ ଊର୍ଦ୍ଦୁ କବି ତଥା ଗୀତିକାର ଗୁଲଜାର ପାଇବେ ସମ୍ମାନଜନକ ଜ୍ଞାନପୀଠ ପୁରସ୍କାର। ଏହା ସହ ସଂସ୍କୃତ ବିଦ୍ବାନ ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ ମଧ୍ୟ ପାଇବେ ଜ୍ଞାନପୀଠ ପୁରସ୍କାର । ୫୮ ତମ ଜ୍ଞାନପୀଠ ପୁରସ୍କାର କମିଟି ଦ୍ବାରା ଉଭୟ ମେନୋନୀତ ହୋଇଛନ୍ତି । ହିନ୍ଦୀ ସିନେମା ଜଗତର ଜଣେ ଜଣାଶୁଣା ନାଁ ଗୁଲଜାର। ସେ ୨୦୦୨ରେ ଊର୍ଦ୍ଦୁ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର, ୨୦୧୩ରେ ଦାଦା ସୋହେବ ଫାଲକେ ପୁରସ୍କାର, ୨୦୦୪ରେ ପଦ୍ମଭୂଷଣ ସମେତ ୫ଟି ରାଷ୍ଟ୍ରୀୟ ଫିଲ୍ମ ପୁରସ୍କାର ପାଇସାରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    13.8 ° C
    13.8 °
    13.8 °
    23 %
    1.7kmh
    86 %
    Fri
    12 °
    Sat
    26 °
    Sun
    28 °
    Mon
    29 °
    Tue
    29 °

    ସମ୍ବନ୍ଧିତ