Friday, October 2, 2026
24.8 C
Odisha

    ଏକାଥରେ ୨୦୦୦ କର୍ମଚାରୀଙ୍କୁ ଛଟେଇ କଲେ ଟ୍ରମ୍ପ ସରକାର

    ଆଗକୁ ପଢନ୍ତୁ

    ୱାସିଂଟନ: ଆମେରିକାରେ ଟ୍ରମ୍ପ ସରକାରର ବଡ଼ ନିଷ୍ପତ୍ତି । ୟୁଏସ୍ ଏଜେନ୍ସି ଫର ଇଣ୍ଟରନାସନାଲ ଡେଭଲପମେଣ୍ଟ ବା ୟୁ.ଏସ.ଏ.ଆଇ.ଡିର ୨ ହଜାର କର୍ମଚାରୀଙ୍କୁ ଛଟେଇ କରିଛନ୍ତି ଟ୍ରମ୍ପ ସରକାର । ଏଥିସହ ବିଜ୍ଞପ୍ତି ଜାରି କରି ହଜାର ହଜାର ଲୋକଙ୍କୁ ଛୁଟିରେ ପଠାଇ ଦିଆଯାଇଛି ।ସରକାରଙ୍କ ଏହି ଯୋଜନା ଉପରେ ଅସ୍ଥାୟୀ ଭାବେ ରୋକ୍ ଲଗାଇବାକୁ ୟୁ.ଏସ.ଏ.ଆଇ.ଡି କର୍ମଚାରୀ କୋର୍ଟରେ ଆବେଦନ କରିଥିଲେ। କିନ୍ତୁ ଏହି ଆବେଦନକୁ ୟୁଏସ୍ ଡିଷ୍ଟ୍ରିକ୍ଟ ବିଚାରପତି କାର୍ଲ ନିକୋଲାସ୍ ଖାରଜ କରିଛନ୍ତି। କର୍ମଚାରୀଙ୍କୁ ଦିଆଯାଇଥିବା ବିଜ୍ଞପ୍ତିରେ କୁହାଯାଇଛି ଯେ, ଫେବୃଆରୀ ୨୩ ରାତି ୧୧ଟା ୫୯ରୁ ୟୁ.ଏସ.ଏ.ଆଇ.ଡିର ସମସ୍ତ କର୍ମଚାରୀଙ୍କୁ ପ୍ରଶାସନିକ ଛୁଟିରେ ରଖାଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    85 %
    1.3kmh
    97 %
    Fri
    24 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ