Thursday, October 1, 2026
22.8 C
Odisha

    ଏକାମ୍ର ନିର୍ବାଚନ ମଣ୍ଡଳୀରେ ପାର୍କରେ ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂଙ୍କ ପ୍ରଚାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର,୨୯/୦୪: ଏକାମ୍ର ନିର୍ବାଚନ ମଣ୍ଡଳୀରେ ଦିନକୁ ଦିନ ବିଜେପି ର ଶକ୍ତି ବୃଦ୍ଧି ପାଇବାରେ ଲାଗିଛି।ଆଜି ପ୍ରଥମେ ସକାଳୁ ୱାର୍ଡ଼ ନଂ ୫୮ ଅଞ୍ଚଳରେ ବ୍ରହ୍ମେଶ୍ୱର ପାର୍କ ରେ ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂ ଲୋକଙ୍କ ସହ ମିଶିଥିଲେ ପରେ ପାଣ୍ଡବନଗର ଓ ନାଥପୁର ଅଞ୍ଚଳରେ ଜନ ସମ୍ପର୍କ ପଦଯାତ୍ରା କରି ଲୋକଙ୍କ ସମସ୍ୟା ପଚାରି ବୁଝିବା ସହ ବିଜେପି କୁ ଭୋଟ୍ ଦେଇ ଜିତେଈବାକୁ ଅନୁରୋଧ କରିଥିଲେ। ପରେ ଏକାମ୍ର ନିର୍ବାଚନ ମଣ୍ଡଳୀର ବିଜେଡ଼ି ଓ ଅନ୍ୟ ଦଳର ବହୁ ନେତା ବିଜେପିରେ ରାଜ୍ୟ କାର୍ଯ୍ୟାଳୟରେ ବିଜେପିରେ ବାବୁ ସିଂ ଙ୍କ ନେତୃତ୍ୱରେ ମିଶିଥିଲେ।ଏକାମ୍ର ନିର୍ବାଚନ ମଣ୍ଡଳୀରେ ଦିନକୁ ଦିନ ବିଜେପି ତାର ଶକ୍ତି ବୃଦ୍ଧି କରିବାରେ ଲାଗିପଡିଛି। ଏକାମ୍ର ନିର୍ବାଚନ ମଣ୍ଡଳୀରେ ପଦଯାତ୍ରା, ଡୋର କ୍ୟମ୍ପେନ, ପଥପ୍ରାନ୍ତ ପ୍ରଚାର ସମୟରେ ବିଜେପି କୁ ବିପୁଳ ଜନସମର୍ଥନ ଦେଖିବାକୁ ମିଳୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.8 ° C
    22.8 °
    22.8 °
    84 %
    1.2kmh
    15 %
    Thu
    30 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ