Friday, September 11, 2026
24.4 C
Odisha

    ଏଣିକି ଆଡମିଟ୍ ପୂର୍ବରୁ ଆୟୁଷ୍ମାନ କାର୍ଡରେ ହେବ ସବୁ ମେଡିକାଲ ପରୀକ୍ଷା : ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆୟୁଷ୍ମାନ କାର୍ଡକୁ ନେଇ ଆଜି ଏକ ବଡ ଖବର ସାମ୍ନାକୁ ଆସିଛି। ଏଣିକି ଆୟୁଷ୍ମାନ କାର୍ଡରେ ହେବ ସବୁ ମେଡିକାଲ ପରୀକ୍ଷା। ଏନେଇ ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମନ୍ତ୍ରୀ କହିଛନ୍ତି, ଏଣିକି ଆୟୁଷ୍ମାନ କାର୍ଡ଼ରେ ହେବ ସବୁ ମେଡିକାଲ ପରୀକ୍ଷା। ରୋଗୀ ହସ୍ପିଟାଲରେ ଆଡମିଟ୍ ହେବାର ୩ ଦିନ ପୂର୍ବରୁ କାର୍ଡରେ ହେବ ପରୀକ୍ଷା। ୩ ଦିନ ପୂର୍ବରୁ ଯାହା ଟେଷ୍ଟ ହେବ ତାହା ଆୟୁଷ୍ମାନ ପ୍ୟାକେଜରେ ଅନ୍ତର୍ଭୁକ୍ତ ହେବ। ଏହି ଗାଇଡଲାଇନ ନମାନିଲେ ହସ୍ପିଟାଲ ବିରୋଧରେ ଆକ୍ସନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.4 ° C
    24.4 °
    24.4 °
    95 %
    2kmh
    95 %
    Fri
    25 °
    Sat
    25 °
    Sun
    29 °
    Mon
    31 °
    Tue
    31 °

    ସମ୍ବନ୍ଧିତ