Saturday, June 13, 2026
39.2 C
Odisha

    ଏଥର ଡ୍ରୋନ ଜଗିବ ପାର୍ବଣ ଭିଡ, ପୂଜା ଉପରେ ନଜର ରଖିବ ସିସିଟିଭି ଓ ଡ୍ରୋନ

    ଆଗକୁ ପଢନ୍ତୁ

    କଟକ : ଏଥର ଡ୍ରୋନ ଜଗିବ ପାର୍ବଣ ଭିଡ । କେତେକ ସ୍ଥାନରେ ପୂଜା ଉପରେ ନଜର ରଖିବ ସିସିଟିଭି ଓ ଡ୍ରୋନ । ଏଥର ଦୁର୍ଗାପୂଜା ସୁରକ୍ଷାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୋଲିସ ଡିଜି ୱାଇ ବି ଖୁରାନିଆ । ପୂଜା ପାଇଁ ଜୋରଜବରଦସ୍ତ ଚାନ୍ଦା ଆଦାୟକୁ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି କହିଛନ୍ତି ଡିଜିପି । ଅଭିଯୋଗ ଆସିଲେ ଚାନ୍ଦା ଆଦାୟ କରୁଥିବା ବ୍ୟକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାଇ ଦେଇଛନ୍ତି ଡିଜିପି । ପୂଜା ସମୟରେ ସଜାଗ ରହିବାକୁ ସମସ୍ତ ଜିଲ୍ଲାପାଳ ଏବଂ ଏସପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଓଡ଼ିଶା ପୋଲିସ ଅପରାଧିକ କାର୍ଯ୍ୟକଳାପ ଏବଂ ସନ୍ଦିଗ୍ଧଙ୍କ ଉପରେ କଡ଼ା ନଜର ରଖିଥିବା କହିଛନ୍ତି ଡିଜିପି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.2 ° C
    39.2 °
    39.2 °
    26 %
    2.7kmh
    46 %
    Sat
    37 °
    Sun
    42 °
    Mon
    41 °
    Tue
    44 °
    Wed
    41 °

    ସମ୍ବନ୍ଧିତ