Sunday, April 19, 2026
26.6 C
Odisha

    ଏଥର ବରଗଡ଼ ଧନୁଯାତ୍ରାରେ ନୂଆ କଂସ

    ଆଗକୁ ପଢନ୍ତୁ

    ବରଗଡ଼ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଦେଖିବ ନୂଆ କଂସ । ବଦଳିବେ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର କଂସ । ଏହି କଂସ ଭୂମିକା ପାଇଁ ହେବ ଚୟନ। କଂସ ଭୂମିକାରେ ଅଭିନୟ କରୁଥିବା ହୃଷିକେଶ ଭୋଇ ଲାଞ୍ଚ ନେଇ ଧରା ପଡ଼ିବା ପରେ ହୋଇଥିଲେ ନିଳମ୍ବିତ। ଆସନ୍ତା ଜାନଆରୀ ୩ରୁ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ସୂଚନା ଅନୁଯାୟୀ, ମହାପ୍ରୟାଣ ଗାଡିର ଡ୍ରାଇଭର ହୃଷିକେଶ ଭୋଇ ଜଣେ ମୃତ ପରିବାର ଠାରୁ ୩ ହଜାର ଟଙ୍କା ନେଇଥିଲେ ଲାଞ୍ଚ । ଚାକିରିରୁ ବହିସ୍କୃତ ହେବାପରେ ତାଙ୍କୁ କଂସ ଭୂମିକାରେ ଅଭିନୟ କରିବାକୁ ବାରଣ କରାଯାଇଛି। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଧନୁଯାତ୍ରା କମିଟି ବୈଠକରେ ହେଲା ନିଷ୍ପତ୍ତି । ଗତ ୨ ବର୍ଷ ହେଲା ହୃଷିକେଶ ଭୋଇ କଂସ ଭୂମିକାରେ ଅଭିନୟ କରୁଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.6 ° C
    26.6 °
    26.6 °
    59 %
    1.2kmh
    82 %
    Sun
    42 °
    Mon
    43 °
    Tue
    43 °
    Wed
    42 °
    Thu
    43 °

    ସମ୍ବନ୍ଧିତ