Wednesday, October 14, 2026
23 C
Odisha

    ଏନ୍‌ଇଇଟି-ୟୁଜି ଶୁଣାଣି ଆଜି

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ବିବାଦ ଘେରରେ ଛନ୍ଦିହୋଇଥିବା ଚଳିତ ବର୍ଷର ମେଡିକାଲ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜି ଅନିୟମିତତାକୁ ନେଇ ଦାଏର ୪୦ରୁ ଊର୍ଦ୍ଧ୍ୱ ଆବେଦନର ଶୁଣାଣି ସୁପ୍ରିମକୋର୍ଟରେ ଆଜି ଅନୁଷ୍ଠିତ ହେବ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ଶନିବାର ଏହି ପରୀକ୍ଷାର କେନ୍ଦ୍ରଓ୍ବାରି ଏବଂ ସହରଓ୍ବାରି ଫଳାଫଳ ଘୋଷଣା କରିଥିଲେ, ଯେଉଁଥିରୁ ପ୍ରଶ୍ନପତ୍ର ଲିକ୍‌ ଓ କେତେଜଣ ପରୀକ୍ଷାର୍ଥୀଙ୍କୁ ଅଧିକ ମାର୍କ ଦିଆଯାଇଥିବା ସ୍ପଷ୍ଟ ହୋଇଛି। ଜୁଲାଇ ୨୨ରେ ଶୁଣାଣି ପାଇଁ ସୁପ୍ରିମକୋର୍ଟ ଓ୍ବେବ୍‌ସାଇଟ୍‌ରେ ଅପ୍‌ଲୋଡ ହୋଇଥିବା କଜ୍‌ ଲିଷ୍ଟ ଅନୁଯାୟୀ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଜଷ୍ଟିସ୍‌ ଜେ.ବି. ପର୍‌ଡିଓ୍ବାଲା ଏବଂ ମନୋଜ ମିଶ୍ରାଙ୍କ ଖଣ୍ଡପୀଠ ଏନ୍‌ଟିଏର ଆବେଦନ ସମେତ ୪୦ରୁ ଅଧିକ ଆବେଦନର ଶୁଣାଣି କରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23 ° C
    23 °
    23 °
    93 %
    1.6kmh
    5 %
    Wed
    23 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ