Sunday, March 29, 2026
39.1 C
Odisha

    ଏପ୍ରିଲରୁ ଆରମ୍ଭ ହେବ ଭୁବନେଶ୍ବର ବାଇପାସ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ, ଟ୍ରାଫିକ ଯନ୍ତ୍ରଣାରୁ ମିଳିବ ମୁକ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଏପ୍ରିଲରୁ ଆରମ୍ଭ ହେବ ଭୁବନେଶ୍ବର ବାଇପାସ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ । ୧୧୧ କିମି ବିଶିଷ୍ଟ କ୍ୟାପିଟାଲ୍ ରିଜନ୍ ରିଙ୍ଗ୍ ରୋଡ୍ ପାଇଁ ମିଳିଛି ୬୪ଟି ବିଡ ।ରାଜଧାନୀରେ କମିବ ଭିଡ଼, ଟ୍ରାଫିକ ଯନ୍ତ୍ରଣାରୁ ମିଳିବ ମୁକ୍ତି । ମାର୍ଚ୍ଚରେ ଚୁକ୍ତିନାମା ସ୍ବାକ୍ଷର ସହ ଏପ୍ରିଲରୁ ତୁରନ୍ତ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ଅଢେଇ ବର୍ଷ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ ହେବ ।  ୮ହଜାର ୩୦୭ କୋଟି ଟଙ୍କା ବ୍ୟୟରେ ତିନୋଟି ପ୍ୟାକେଜରେ ହାଇବ୍ରିଡ୍ ଆନୁଇଟି ମୋଡରେ ଏହା ନିର୍ମାଣ ହେବ ।

    ଏହି ପ୍ରକଳ୍ପ ପାଇଁ ୯୬ ପ୍ରତିଶତ ଜମି ଅଧିଗ୍ରହଣ ଶେଷ ହୋଇଛି । ଜଙ୍ଗଲ, ବନ୍ୟପ୍ରାଣୀ ଏବଂ ପରିବେଶ ସଂମ୍ବନ୍ଧୀୟ ଅନୁମତି ମଧ୍ୟ ମିଳିସାରିଛି । କ୍ୟାପିଟାଲ ରିଜନ୍ ରିଙ୍ଗ୍ ରୋଡ୍ କାର୍ଯ୍ୟକ୍ଷମ ହେବା ପରେ ଭୁବନେଶ୍ବର, କଟକ, ଖୋର୍ଦ୍ଧାରେ ଟ୍ରାଫିକ ସମସ୍ୟା ଦୂର ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39.1 ° C
    39.1 °
    39.1 °
    12 %
    3.7kmh
    2 %
    Sun
    39 °
    Mon
    41 °
    Tue
    38 °
    Wed
    40 °
    Thu
    40 °

    ସମ୍ବନ୍ଧିତ