Monday, October 19, 2026
23.2 C
Odisha

    ଏପ୍ରିଲରୁ ନୂଆ ଆୟକର ନିୟମ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ୧ ଏପ୍ରିଲ ୨୦୨୬ରୁ ନୂଆ ଆୟକର ନିୟମ ଲାଗୁ ହେବ। ଆଜି ବଜେଟ୍ ୨୦୨୬ରେ ଏ ନେଇ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଛୋଟ କରଦାତାଙ୍କ ପାଇଁ ପ୍ରକ୍ରିୟା ସହଜ ହେବ। ଜୁଲାଇ ୩୧ ତାରିଖ ଯାଏଁ ରିଟର୍ଣ୍ଣ ଦାଖଲ କରିପାରିବେ। ଆଇଟିଆର୍‌-୧, ଆଇଟିଆର୍‌ -୨ ଲୋକେ ରିଟର୍ଣ୍ଣ ଭରିପାରିବେ। ଏବେ ପ୍ୟାନ୍ ଜରିଆରେ ଏନଆର୍‌ଆଇ ନିଜ ସମ୍ପତ୍ତି ବିକିପାରିବେ । ଆୟକର ଫାଙ୍କିଲେ ଆଉ ଦଣ୍ଡ ମିଳିବନି। ଅତିରିକ୍ତ ୩୦ ପ୍ରତିଶତ ଟିକସ ଦେଇ ମୁକୁଳିପାରିବେ। ଏହି ସଂସ୍କାରଗୁଡ଼ିକ କରଦାତାଙ୍କ ପାଇଁ ଅନୁପାଳନକୁ ସହଜ କରିବା ସହ ନିର୍ଦ୍ଦିଷ୍ଟ କାରବାର ଉପରେ ଟିକସ ବୋଝ ହ୍ରାସ କରିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.2 ° C
    23.2 °
    23.2 °
    82 %
    1.2kmh
    100 %
    Sun
    23 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ