Monday, April 13, 2026
24.2 C
Odisha

    ଏପ୍ରିଲରୁ ୧୬ ରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଏପ୍ରିଲରୁ ୧୬ ରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଏପ୍ରିଲ ୧୬ରୁ ମେ ୧୫ ଯାଏଁ ଚାଲିବ ଜନଗଣନା । 30 ଦିନ ଧରି ପ୍ରଥମ ପର୍ଯ୍ୟାୟରେ ଘର ଗଣନା କରାଯିବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ । ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବପତ୍ର ଗଣନା ହେବ । ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ହେବ ଜନ ଗଣନା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.2 ° C
    24.2 °
    24.2 °
    66 %
    2.2kmh
    0 %
    Mon
    41 °
    Tue
    42 °
    Wed
    43 °
    Thu
    44 °
    Fri
    43 °

    ସମ୍ବନ୍ଧିତ