Saturday, October 31, 2026
21.7 C
Odisha

    ଏପ୍ରିଲରୁ ୧୬ ରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଏପ୍ରିଲରୁ ୧୬ ରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଏପ୍ରିଲ ୧୬ରୁ ମେ ୧୫ ଯାଏଁ ଚାଲିବ ଜନଗଣନା । 30 ଦିନ ଧରି ପ୍ରଥମ ପର୍ଯ୍ୟାୟରେ ଘର ଗଣନା କରାଯିବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ । ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବପତ୍ର ଗଣନା ହେବ । ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ହେବ ଜନ ଗଣନା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.7 ° C
    21.7 °
    21.7 °
    98 %
    1.2kmh
    51 %
    Fri
    22 °
    Sat
    28 °
    Sun
    28 °
    Mon
    29 °
    Tue
    28 °

    ସମ୍ବନ୍ଧିତ