Wednesday, June 3, 2026
26.9 C
Odisha

    ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି। ଆସନ୍ତା ଏପ୍ରିଲ ୨ ତାରିଖ ଠାରୁ ବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଜାରି ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.9 ° C
    26.9 °
    26.9 °
    74 %
    1.6kmh
    70 %
    Tue
    27 °
    Wed
    40 °
    Thu
    41 °
    Fri
    41 °
    Sat
    41 °

    ସମ୍ବନ୍ଧିତ