Thursday, October 29, 2026
22.5 C
Odisha

    ଏବେ ଆୟୁଷ୍ମାନ କାର୍ଡରେ ମିଳିବ କ୍ୟାନସର ଚିକିତ୍ସା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆୟୁଷ୍ମାନ କାର୍ଡରେ ମିଳିବ କର୍କଟ ରୋଗ ଚିକିତ୍ସା। ଏଣିକି ଆୟୁଷ୍ମାନ ଭାରତ କାର୍ଡରେ ମିଳିବ କ୍ୟାନସର୍ ଚିକିତ୍ସା ସୁବିଧା। ଏନେଇ ଆଜି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ବଜେଟରେ ମୁଖ୍ୟମନ୍ତ୍ରୀ କ୍ୟାନସର ଆରୋଗ୍ୟ ଯୋଜନା ସାମିଲ ହୋଇଛି। ୧୨୧ଟି ପ୍ୟାକେଜକୁ ଗୋପବନ୍ଧୁ ଆରୋଗ୍ୟ ଯୋଜନାରେ ସାମିଲ କରିଛୁ। ଏହା ଭିତରେ କ୍ୟାନସର ଚିକିତ୍ସା ପାଇଁ ମଧ୍ୟ ବ୍ୟବସ୍ଥା ରହିଛି। କ୍ୟାନସର ଚିକିତ୍ସା ବାବଦ ଖର୍ଚ୍ଚ ରାଜ୍ୟ ପାଣ୍ଠିରୁ ବହନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    22.5 ° C
    22.5 °
    22.5 °
    96 %
    2.4kmh
    100 %
    Thu
    23 °
    Fri
    27 °
    Sat
    28 °
    Sun
    29 °
    Mon
    28 °

    ସମ୍ବନ୍ଧିତ