Saturday, August 22, 2026
24.2 C
Odisha

    ଏବେ ଭେଣ୍ଟିଲେଟରରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଓଲିଉଡ୍‌ର ବର୍ଷୀୟାନ ଅଭିନେତା ଉତ୍ତମ ମହାନ୍ତି ଗୁରୁତର ହୋଇଛନ୍ତି। ଶନିବାର ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବାବୁସାନ୍ ଫିଲ୍ମସର ନୂଆ ସିନେମା ‘ବୋଉ ବୁଟୁ ଭୂତ’ର ସୁଟିଂ ଚାଲିଥିବା ବେଳେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ ଉତ୍ତମ ମହାନ୍ତି। ଏହାପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ ଭେଣ୍ଟିଲେଟରରେ ଥିବା ସୂଚନା ମିଳିଛି। ଆଇସିୟୁରେ ତାଙ୍କ ଚିକିତ୍ସା ଜାରି ରହିଛି। ହସ୍ପିଟାଲରେ ପତ୍ନୀ ଅପରାଜିତା ଓ ପୁଅ ବାବୁସାନ୍‌ ରହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.2 ° C
    24.2 °
    24.2 °
    97 %
    1.2kmh
    100 %
    Sat
    24 °
    Sun
    29 °
    Mon
    26 °
    Tue
    26 °
    Wed
    30 °

    ସମ୍ବନ୍ଧିତ