Tuesday, January 13, 2026
13.3 C
Odisha

    ଏବେ ସରକାରଙ୍କୁ ଜଙ୍କ୍‌ ଫୁଡ୍‌ ଓ ତେଲ ଚିନ୍ତା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର   :  ରାଜ୍ୟ ସରକାରଙ୍କୁ ଜଙ୍କ ଫୁଡ୍‌ ଓ ତେଲ ଚିନ୍ତା ଘାରିଛି । ସବୁ ଅଙ୍ଗନବାଡି ସେଣ୍ଟର ଓ ଶିଶୁ ଯତ୍ନ କେନ୍ଦ୍ରରେ ତେଲ ବୋର୍ଡ ଲାଗିବ ବୋଲି ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ କୁହାଯାଇଛି । ଏନେଇ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛି ବିଭାଗ । କେଉଁ ଖାଦ୍ୟରେ କେତେ ତେଲ ଅଛି ଦର୍ଶାଇବାକୁ କଡା ନିର୍ଦ୍ଦେଶ ଦିଆଯାଇଛି । ଉଭୟ ଓଡ଼ିଆ ଏବଂ ଥଂରାଜୀରେ ବୋର୍ଡ ଲଗାଇବା ପାଇଁ ନିର୍ଦ୍ଦେଶ ରହିଥିବା ବେଳେ ଛଣା ଖାଦ୍ୟରେ କେତେ ତେଲ ବ୍ୟବହାର ହୋଇଛି ଦର୍ଶାଇବାକୁ କୁହାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    13.3 ° C
    13.3 °
    13.3 °
    40 %
    1.3kmh
    0 %
    Tue
    27 °
    Wed
    28 °
    Thu
    30 °
    Fri
    29 °
    Sat
    30 °

    ସମ୍ବନ୍ଧିତ