Tuesday, October 13, 2026
26.9 C
Odisha

    ଏମକେସିଜିରେ ୨ଟି ମୁଣ୍ଡ ଥିବା ଶିଶୁ ଜନ୍ମ

    ଆଗକୁ ପଢନ୍ତୁ

    ବ୍ରହ୍ମପୁର : ବ୍ରହ୍ମପୁରରୁ ଆଜି ଏକ ବଡ ଖବର ସାମ୍ନାକୁ ଆସିଛି। ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ କନ୍ଧମାଳ ଜିଲ୍ଲାର ଜଣେ ମହିଳା ୨ଟି ମୁଣ୍ଡ ଥିବା ଏକ ଶିଶୁକୁ ଜନ୍ମ ଦେଇଛନ୍ତି। ଏଭଳି ବିରଳ ନବଜାତର ପରୀକ୍ଷା ନିରୀକ୍ଷା ଶିଶୁ ଶଲ୍ୟ ଚିକିତ୍ସା ବିଭାଗ ପ୍ରଫେସର କରିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି କୁହାଯାଉଛି। ଶିଶୁଟି ବର୍ତ୍ତମାନ ଏସଏନସିୟୁରେ ଚିକିତ୍ସିତ ହେଉଛି।ଶିଶୁଟି ଭୁବନେଶ୍ୱର ଏମ୍ସ ରେଫର୍ ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.9 ° C
    26.9 °
    26.9 °
    74 %
    2.2kmh
    55 %
    Tue
    26 °
    Wed
    29 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ