Wednesday, February 25, 2026
25.4 C
Odisha

    ଏମ୍ସରେ ଭର୍ତ୍ତି ହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ  :  ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଇଛନ୍ତି ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ।

    ସୂଚନା ଅନୁସାରେ ଶ୍ରୀ ଧନଖଡ଼ ଅସୁସ୍ଥତା କାରଣରୁ ୨ଥର ଚେତା ହରାଇଥିଲେ । ପରେ ତାଙ୍କୁ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । କିନ୍ତୁ ତାଙ୍କର ସ୍ୱାସ୍ଥ୍ୟବସ୍ଥାକୁ ନେଇ ପରିବାର ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.4 ° C
    25.4 °
    25.4 °
    26 %
    2.5kmh
    4 %
    Wed
    27 °
    Thu
    33 °
    Fri
    35 °
    Sat
    36 °
    Sun
    38 °

    ସମ୍ବନ୍ଧିତ