Wednesday, March 11, 2026
29.1 C
Odisha

    ଏମ୍ସ ଯାଇ ଉପରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି ଉପରାଷ୍ଟ୍ରପତି ଜଗଦୀପ ଧନକଡ । ଛାତିରେ ଯନ୍ତ୍ରଣା, ନିଃଶ୍ବାସ ନେବାରେ ସମସ୍ୟା ଦେଖାଯିବାରୁ ତାଙ୍କୁ ଏମ୍ସର କ୍ରିଟିକାଲ କେୟାର ୟୁନିଟରେ ଭର୍ତ୍ତି କରାଯାଇଛି । ବିଳମ୍ବିତ ରାତିରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପହେବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା । ତେବେ ଦିଲ୍ଲୀ ଏମ୍ସ କାର୍ଡିଓଲୋଜି ମୁଖ୍ୟ ଡାକ୍ତର ରାଜୀବ ନାରାଙ୍ଗଙ୍କ ତତ୍ତ୍ବାବଧାନରେ ଧନକଡଙ୍କୁ ଚିକିତ୍ସାରେ ରଖାଯାଇଛି । ତେବେ ଉପରାଷ୍ଟ୍ରପତିଙ୍କୁ ଦେଖିବାକୁ ଏମ୍ସ ଯାଇଥିଲେ ପ୍ରଧାନମନ୍ତ୍ରୀ । ତାଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବା ପରେ ମୋଦୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ମୁଁ ଏମ୍ସ ଯାଇ ଉପରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟକଥା ପଚାରି ବୁଝିଲି ଏବଂ ତାଙ୍କର ଶୀଘ୍ର ସୁସ୍ଥତା କାମନା କରୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.1 ° C
    29.1 °
    29.1 °
    20 %
    2.6kmh
    0 %
    Wed
    31 °
    Thu
    38 °
    Fri
    39 °
    Sat
    40 °
    Sun
    37 °

    ସମ୍ବନ୍ଧିତ