Monday, October 5, 2026
24.7 C
Odisha

    ଏଲଓସିରେ ପାକ୍‌ ଆତଙ୍କବାଦୀ ନିପାତ

    ଆଗକୁ ପଢନ୍ତୁ

    ଜାମ୍ମୁ : ସ୍ଥଳସେନାର ଯବାନମାନେ ଜାମ୍ମୁ-କାଶ୍ମୀରର ପୁଞ୍ଚ୍‌ ଜିଲ୍ଲାରେ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଥିବାବେଳେ ଜଣେ ପାକିସ୍ତାନୀ ଆତଙ୍କବାଦୀକୁ ଗୁଳି କରି ହତ୍ୟା କରିଥିବା ଜଣାପଡିଛି। ସୋମବାର ରାତିରେ ପାଟ୍ରୋଲିଂ ଚାଲିଥିବାବେଳେ ପୁଞ୍ଚ ଜିଲ୍ଲାର କ୍ରିଷ୍ଣା ଘାଟି ନିକଟସ୍ଥ ନିୟନ୍ତ୍ରଣ ରେଖା (ଏଲଓସି) ନିକଟରେ କିଛି ଆତଙ୍କବାଦୀ ଭାରତକୁ ଅନୁପ୍ରବେଶ ଉଦ୍ୟମ କରୁଥିବା ଲକ୍ଷ୍ୟ କରାଯାଇଥିଲା। ଯବାନଙ୍କ କାର୍ଯ୍ୟାନୁଷ୍ଠାନରେ ଜଣେ ଆତଙ୍କବାଦୀ ପ୍ରାଣ ହରାଇଥିବାବେଳେ ଅନ୍ୟମାନେ ପାକିସ୍ତାନ ଭିତରକୁ ଚାଲିଯାଇଥିଲେ ବୋଲି କୁହାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.7 ° C
    24.7 °
    24.7 °
    70 %
    0.8kmh
    0 %
    Mon
    31 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ