Sunday, October 4, 2026
22.7 C
Odisha

    ଏସ୍‌ସିବିରେ ବଡ଼ ଅଘଟଣ: ହଠାତ୍‌ ଭାଙ୍ଗିଲା ନିର୍ମାଣ କାର୍ଯ୍ୟରେ ଲାଗିଥିବା କ୍ରେନ୍‌, ୩ ଗୁରୁତର

    ଆଗକୁ ପଢନ୍ତୁ

    କଟକ ଏସ୍‌ସିବି ସଂପ୍ରସାରଣ କାମ ବେଳେ ବଡ଼ ଅଘଟଣ ଘଟିଛି। ଏସ୍‌ସିବି ନିର୍ମାଣ କାର୍ଯ୍ୟରେ ଲାଗିଥିବା କ୍ରେନ୍‌ ଭାଙ୍ଗିପଡ଼ିଛି। ଏଥିରେ ୩ ଶ୍ରମିକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଗୁରୁତର ଏସ୍‌ସିବି ମେଡିକାଲ କାଜୁଆଲଟିରେ ଭର୍ତ୍ତି କରାଯାଇଛି। ସେମାନଙ୍କ ପରିଚୟ ମିଳିପାରି ନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.7 ° C
    22.7 °
    22.7 °
    74 %
    1.5kmh
    1 %
    Sat
    22 °
    Sun
    30 °
    Mon
    30 °
    Tue
    31 °
    Wed
    31 °

    ସମ୍ବନ୍ଧିତ