Sunday, October 4, 2026
28.6 C
Odisha

    ଏସ୍‌ସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ; ଡାକ୍ତରଙ୍କୁ ନିର୍ଧୁମ ପିଟିଲେ ଲୋକେ

    ଆଗକୁ ପଢନ୍ତୁ

    କଟକ: କଟକ ବଡ଼ ମେଡିକାଲରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏସ୍‌ସିବି ମେଡିକାଲରେ ଜଣେ ମହିଳା ରୋଗୀଙ୍କୁ ନିଶା ଦେଇ ଜଣେ ଜୁନିଅର ଡାକ୍ତର ଅସଦାଚରଣ କରିଥିବା ଅଭିଯୋଗ ହୋଇଛି।
    ରୋଗୀ ଜଣକ କାର୍ଡିଓଲୋଜି ବିଭାଗକୁ ଚିକିତ୍ସା ପାଇଁ ଆସିଥିବା ବେଳେ ଇକୋ ପରୀକ୍ଷା ସମୟରେ ତାଙ୍କୁ ନିଶା ଦେଇ ଅସଦାଚରଣ କରାଯାଇଛି। ଅନ୍ୟପକ୍ଷେ ଅଭିଯୁକ୍ତ ଜୁନିଅର ଡାକ୍ତର ଜଣକ ନିସ୍ତୁକ ମାଡ଼ ଖାଇ ବର୍ତ୍ତମାନ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି । ଏନେଇ ମଙ୍ଗଳାବାଗ ଥାନାରେ ଅଭିଯୋଗ ପରେ ଏକ ମାମଲା ରୁଜୁ ହୋଇଛି।
    ସୂଚନାଯୋଗ୍ୟ, ଗତ ରବିବାର ଏସସିବି କାର୍ଡିଲୋଜି ବିଭାଗରେ ଇସିଜି ଓ ଇକୋ ପାଇଁ ଜଣେ ମହିଳା ଡାକ୍ତର ଆସିଥିଲେ। ସେଠାରେ ଥିବା ଜଣେ ଜୁନିଅର ଡାକ୍ତର ଜଣକ ତାଙ୍କର ବିଭିନ୍ନ ପରୀକ୍ଷା କରାଇଥିଲେ। ହେଲେ ଇକୋ କରିବା ସମୟରେ ଆନେସ୍ଥେସିଆ ଦେଇ ଜୁନିଅର ଡାକ୍ତର ତାଙ୍କୁ ଅସଦାଚରଣ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ