Thursday, March 12, 2026
32.2 C
Odisha

    ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ ହେବେ ଉତ୍ତମ ମହାନ୍ତି, ସୂଚନା ଦେଲେ ବାବୁସାନ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଲିଉଡର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଗୁରୁତର ଥିବା ସୂଚନା ମିଳିଛି। ତାଙ୍କୁ ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ କରାଯିବ। ଉତ୍ତମ ମହାନ୍ତିଙ୍କ ପୁଅ ବାବୁସାନ ମହାନ୍ତି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଉନ୍ନତ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ନିଆଯିବ। ସମ୍ଭବତଃ ଉତ୍ତମ ମହାନ୍ତିଙ୍କୁ ଦିଲ୍ଲୀ ନିଆଯାଇପାରେ। ବର୍ତ୍ତମାନ ସେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ୱିଟାଲରେ ଭର୍ତ୍ତି ହୋଇଛନ୍ତି। ଆଇସିୟୁରେ ଚିକିତ୍ସା ଚାଲିଥିବା ବେଳେ ସେ ଭେଣ୍ଟିଲେଟରରେ ଥିବା ସୂଚନା ରହିଛି। ତେବେ ଏହି ଖବର ଶୁଣି ଅନେକ ଚଳଚ୍ଚିତ୍ର ଦର୍ଶକ ଓ ପ୍ରଶଂସକଙ୍କୁ ବଡ଼ ଝଟକା ଲାଗିଛି। ଜଗଦୀଶ ମିଶ୍ରଙ୍କ ନିର୍ଦ୍ଦେଶିତ ଏହି ସିନେମାରେ ଉତ୍ତମ ମହାନ୍ତି ପତ୍ନୀ ଅପରାଜିତା ଓ ପୁଅ ବାବୁସାନଙ୍କ ସହ ଅଭିନୟ କରିଛନ୍ତି। ଏଥିରେ ଅର୍ଚ୍ଚିତା ନାୟିକା ଭୂମିକାରେ ନଜର ଆସିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32.2 ° C
    32.2 °
    32.2 °
    15 %
    3.4kmh
    0 %
    Thu
    37 °
    Fri
    38 °
    Sat
    39 °
    Sun
    40 °
    Mon
    38 °

    ସମ୍ବନ୍ଧିତ