Monday, April 6, 2026
23.6 C
Odisha

    ଓଏଏସ୍ ଆଲୋକ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ନିଯୁକ୍ତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ କେନ୍ଦୁଝର ଏଡିଏମ୍ ଭାବେ କାର୍ଯ୍ୟ କରୁଥିବା ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ନିଯୁକ୍ତ କରାଯାଇଛି। ଖୋର୍ଦ୍ଧା ଉପ ଜିଲ୍ଲାପାଳ ପଦ୍ମ ଚରଣ ସାହୁଙ୍କୁ ବର୍ତ୍ତମାନ  କ୍ରୀଡା ଏବଂ ଯୁବ ସେବା ଉପ ସଚିବ ଭାବରେ ନିଯୁକ୍ତ କରାଯାଇଛି। ।ଏହା ସହିତ ତାଙ୍କୁ  ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ଉପ ପ୍ରଶାସକ(ରାଜସ୍ବ) ଭାବରେ ନିଯୁକ୍ତ କରାଯାଇଛି। ଜୁନ୍ ମାସରେ ଦୁଇଜଣ ଓଏଏସ୍ ଅଧିକାରୀ – ତ୍ରିଲୋଚନ ମହାନ୍ତି ଏବଂ ଚିତ୍ରସେନ ରାଉତଙ୍କୁ ଯଥାକ୍ରମେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଏବଂ ଅତିରିକ୍ତ ସଚିବ ଭାବରେ ନିଯୁକ୍ତ କରାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    73 %
    1.7kmh
    3 %
    Sun
    24 °
    Mon
    38 °
    Tue
    35 °
    Wed
    37 °
    Thu
    37 °

    ସମ୍ବନ୍ଧିତ