Tuesday, September 29, 2026
24.9 C
Odisha

    ଓଏଏସ୍ ସ୍ତରରରେ ଅଦଳବଦଳ କଲେ ରାଜ୍ୟ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ସ୍ତରରେ ଛୋଟ ଧରଣର ଅଦଳବଦଳ କରାଯାଇଛି। ଶୈଳେନ୍ଦ୍ର କୁମାର ଜେନା ମିଶନ ଶକ୍ତି ଯୁଗ୍ମ ସଚିବ ହୋଇଥିବାବେଳେ ମମତା ବାରିକଙ୍କୁ ଓଡ଼ିଶା ଜୀବିକା ମିଶନ ଯୁଗ୍ମ ସଚିବ ଭାବେ ଅବସ୍ଥାପିତ କରାଯାଇଛି। ବିନୋଦ କୁମାର ଜେନା ପର୍ଯ୍ୟଟନ ବିଭାଗ ଯୁଗ୍ମ ସଚିବ ଏବଂ ଗୋପୀନାଥ କୁଅଁରଙ୍କୁ ମହିଳା ଓ ଶିଶୁ ବିକାଶ ଯୁଗ୍ମ ସଚିବ ଦାୟିତ୍ବ ଦିଆଯାଇଛି। ଅପରପକ୍ଷରେ ମନୋରଞ୍ଜନ ସାହୁଙ୍କୁ ଭୁବନେଶ୍ବର ଉପଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.9 ° C
    24.9 °
    24.9 °
    83 %
    1.1kmh
    11 %
    Tue
    25 °
    Wed
    30 °
    Thu
    31 °
    Fri
    31 °
    Sat
    31 °

    ସମ୍ବନ୍ଧିତ