Sunday, March 22, 2026
23.1 C
Odisha

    ଓଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୯ ଓଏଏସଙ୍କୁ ବଦଳି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:OAS ସ୍ତରରେ ବଡ଼ ଧରଣର ଅଦଳବଦଳ । ୨୯ ଜଣ ଓଏଏସଙ୍କୁ ଅନ୍ୟତ୍ର ବଦଳି କରାଯାଇଛି । ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜସ୍ବ ବିଭାଗରେ ଏହି ବଡ଼ ଧରଣର ଅଦଳବଦଳ ହୋଇଛି । କିଛି ତହସିଲଦାରଙ୍କ ସହ ମୋଟ ୨୯ ଓଏଏସ ଅଫିସରଙ୍କ ବଦଳି ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    23.1 ° C
    23.1 °
    23.1 °
    53 %
    1.4kmh
    64 %
    Sat
    22 °
    Sun
    33 °
    Mon
    35 °
    Tue
    37 °
    Wed
    39 °

    ସମ୍ବନ୍ଧିତ