Sunday, February 1, 2026
24.7 C
Odisha

    ଓଡ଼ିଶାକୁ ଅଣାଯିବ ୫ ମହାବଳ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଓଡ଼ିଶା ଆସିବେ ୫ ମହାବଳ ବାଘ। ଡେବ୍ରିଗଡ଼ ଅଭୟାରଣ୍ୟ ପାଇଁ ୩ ଓ ଶିମିଳିପାଳ ପାଇଁ ୨ ବାଘ ଆସିବେ। ଅଗଷ୍ଟ ଶେଷ ସୁଦ୍ଧା ଡେବ୍ରିଗଡ଼ ପାଇଁ ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶରୁ ଆସିବେ। ସେହିପରି ଅକ୍ଟୋବର ଶେଷ ସୁଦ୍ଧା ଶିମିଳିପାଳ ପାଇଁ ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ରରୁ ଆସିବେ। ୫ ମହାବଳ ବାଘ ଓଡ଼ିଶା ଆସିବା ନେଇ ବନ ବିଭାଗ ପକ୍ଷରୁ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.7 ° C
    24.7 °
    24.7 °
    31 %
    1.9kmh
    93 %
    Sun
    23 °
    Mon
    31 °
    Tue
    31 °
    Wed
    32 °
    Thu
    33 °

    ସମ୍ବନ୍ଧିତ