Monday, October 19, 2026
21.6 C
Odisha

    ଓଡ଼ିଶାକୁ ଏକ ନମ୍ବର କରିବାକୁ ଚାହାନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି : ରାଜ୍ୟ ବିଜେପି ସଭାପତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଓଡ଼ିଶାକୁ ଏକ ନମ୍ବର କରିବାକୁ ଚାହାନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟରେ ବିଜେପି ସରକାରକୁ ଦୁଇ ବର୍ଷ ପୂରିବାକୁ ଯାଉଛି । ଏହି ଅବସରରେ ହେବାକୁ ଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବେ ମୋଦି । ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ବିଜେପି ସରକାର ଓ ବିଜେପି ସଂଗଠନକୁ ଫାଇଦା ଦେବ ବୋଲି କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେବା ପରେ ପୁଞ୍ଜି ନିବେଶ ବଢୁଛି ବୋଲି ସେ କହିଛନ୍ତି । ସେହିପରି ନିଗମ, ବୋର୍ଡ ଏବଂ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ଦିଲ୍ଲୀରେ କିଛି ଆଲୋଚନା ହେଇନାହିଁ, ଭୁବନେଶ୍ୱରରେ ହେବ ବୋଲି ମନମୋହନ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.6 ° C
    21.6 °
    21.6 °
    92 %
    1kmh
    54 %
    Mon
    30 °
    Tue
    30 °
    Wed
    30 °
    Thu
    29 °
    Fri
    29 °

    ସମ୍ବନ୍ଧିତ