Monday, August 24, 2026
23.9 C
Odisha

    ଓଡ଼ିଶାରେ ଆଉ ଚାଲିବ ନାହିଁ ଡ୍ୟାନ୍ସ ବାର

    ଆଗକୁ ପଢନ୍ତୁ

    ରାଜ୍ୟରେ ନୂଆ ଅବକାରୀ ନୀତି ଆଣିଛନ୍ତି ରାଜ୍ୟ ସରକାର। ଏହି ନୂଆ ଆଇନ ବଳରେ ରାଜ୍ୟରେ ଆଉ ଡ୍ୟାନ୍ସ ବାର୍ ଆଉ ଚାଲିବ ନାହିଁ। ବାର୍‌ ଗୁଡ଼ିକରେ ଚାହିଁଲେ ଅନୁମତି ନେଇ କେବେଳ ସଂଗୀତ ପରିବେଷଣ କରିପାରିବେ। କୌଣସି ପରିସ୍ଥିତିରେ ବାର୍‌ରେ ନୃତ୍ୟ ପରିବେଷଣ ଅନୁମତି ମିଳିବନି। ଗତ କିଛି ଦିନ ମଧ୍ୟରେ ରାଜଧାନୀ ଭୁବନେଶ୍ୱରରେ କିଛି ଡ୍ୟାନ୍ସ ବାର୍ ବନ୍ଦ କରିଥିବା ବେଳେ ସେଗୁଡିକ ପୁଣି ଖୋଲିବା କି ନାହିଁ ସେ ନେଇ ଦ୍ୱନ୍ଦ୍ୱ ଉପୁଜିଥିଲା। ଏବେ ଏଥିରେ ପୂର୍ଣ୍ଣଚ୍ଛେଦ ପକାଇ ସରକାର ଏଗୁଡ଼ିକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଏହି ଡ୍ୟାନ୍ସ ବାର ଗୁଡିକ ଅନେକ ସ୍ଥାନରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିବାରୁ ଅପରାଧିକ କାର୍ଯ୍ୟକଳାପ ସାଙ୍ଗକୁ ବିଭିନ୍ନ ଅନୈତିକ କାର୍ଯ୍ୟ ମଧ୍ୟ ଚାଲୁଇଥିଲା, ଯାହା ଉପରେ ଏବେ ରୋକ ଲାଗିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.9 ° C
    23.9 °
    23.9 °
    97 %
    1.6kmh
    100 %
    Mon
    27 °
    Tue
    28 °
    Wed
    28 °
    Thu
    26 °
    Fri
    29 °

    ସମ୍ବନ୍ଧିତ