Saturday, April 4, 2026
29.2 C
Odisha

    ଓଡ଼ିଶାରେ ମିଶି ବଡ଼ ଭୁଲ୍ କରିଦେଲୁ: ଜୟନାରାୟଣଙ୍କ ବିବାଦୀୟ ମନ୍ତବ୍ୟ

    ଆଗକୁ ପଢନ୍ତୁ

    ବିଜେପି ବିଧାୟକ ଜୟନାରାୟଣ ମିଶ୍ର ବିବାଦୀୟ ମନ୍ତବ୍ୟ ପୁଣି ରାଜ୍ୟ ରାଜନୀତିକୁ ସରଗରମ କରିଛି। ସମ୍ବଲପୁରରେ ସୁଭଦ୍ରା କାର୍ଯ୍ୟକ୍ରମରେ ଯୋଗଦେଇ ଜୟନାରାୟଣ ଉତ୍କଳ ଏବଂ କୋଶଳ ପ୍ରସଙ୍ଗ ସମ୍ପର୍କରେ କହିଛନ୍ତି ।କୋଶଳ କି କଳିଙ୍ଗର ଜୟଗାନ ହେଉନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, ଉତ୍କଳ କହିଲେ କେବଳ ଓ ବାଲେଶ୍ୱରକୁ ବୁଝାଉଛି । ଏହା ଏକ ମାନସିକତା,ଆମକୁ ତୁମେ ଶୋଷଣ କରୁଛ।ସବୁବେଳେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାରେ ରହୁଥିବା ଜୟନାରାୟଣ ବର୍ତ୍ତମାନ ବିରୋଧୀଙ୍କ ଟାର୍ଗେଟ ହୋଇପାରନ୍ତି ଏବଂ ବିଧାନସଭାରେ ଏନେଇ ବିରୋଧୀ ଶାସକ ଦଳଙ୍କୁ ଘେରିବାର ଆଶଙ୍କା ରହିଥିବା କୁହାଯାଉଛି । ଜୟନାରାୟଣ ମିଶ୍ରଙ୍କ ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.2 ° C
    29.2 °
    29.2 °
    34 %
    1.5kmh
    98 %
    Sat
    38 °
    Sun
    37 °
    Mon
    38 °
    Tue
    38 °
    Wed
    38 °

    ସମ୍ବନ୍ଧିତ