Wednesday, March 18, 2026
19.7 C
Odisha

    ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ନିର୍ବାଚନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଦିଲ୍ଲୀ ବିଜ୍ଞାନ ଭବନରେ ଅନୁଷ୍ଠିତ ପ୍ରେସମିଟ୍‌ରେ ଭାରତୀୟ ନିର୍ବାଚନ କମିଶନ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଓଡ଼ିଶାରେ ମୋଟ ୪ଟି ପର୍ଯ୍ୟାୟରେ ହେବ ନିର୍ବାଚନ । ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବାକୁ ଥିବା ବେଳେ, ମେ ୨୦ରେ ୨ୟ ପର୍ଯ୍ୟାୟ, ମେ ୨୫ରେ ୩ୟ ଓ ଜୁନ ୧ ତାରିଖରେ ୪ର୍ଥ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ । ଓଡ଼ିଶାରେ ଜୁନ ୪ ତାରିଖରେ ହେବ ଭୋଟ ଗଣତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.7 ° C
    19.7 °
    19.7 °
    80 %
    2.9kmh
    100 %
    Wed
    22 °
    Thu
    31 °
    Fri
    34 °
    Sat
    34 °
    Sun
    35 °

    ସମ୍ବନ୍ଧିତ