Friday, April 3, 2026
27 C
Odisha

    ଓଡ଼ିଶାର ସାମଗ୍ରିକ ବିକାଶ ହିଁ ମଧୁବାବୁଙ୍କର ସ୍ବପ୍ନ : ମୋହନ ମାଝୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ମଧୂବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ । ମଧୁସୂଦନ ଦାସଙ୍କ ୧୭୭ ଜନ୍ମଜୟନ୍ତୀ ଅବସରରେ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମଧୁବାବୁ ଥିଲେ ଓଡ଼ିଆ ଜାତିର ଗର୍ବ ଏବଂ ଗୌରବର ପ୍ରତୀକ। ଓଡ଼ିଶାର ସାମଗ୍ରିକ ବିକାଶ ହିଁ ମଧୁବାବୁଙ୍କର ସ୍ବପ୍ନ ଥିଲା । ସେଥିପାଇଁ ସିଏ ଶିଳ୍ପକୁ ସର୍ବଦା ପ୍ରାଧାନ୍ୟ ଦେଇଥିଲେ । ଉତ୍କଳ ଟ୍ୟାନେରୀ ସହ ଅନେକ ଶିଳ୍ପ ପ୍ରତିଷ୍ଠା କରିବାରେ ସିଏ ସଫଳ ହୋଇଥିଲେ । ଓଡ଼ିଆ ଅସ୍ମିତାକୁ ରକ୍ଷା କରିବା ପାଇଁ ଆମ ସରକାର ସର୍ବଦା ପ୍ରତିସ୍ତୁତିବଧ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27 ° C
    27 °
    27 °
    42 %
    1.2kmh
    0 %
    Fri
    40 °
    Sat
    39 °
    Sun
    38 °
    Mon
    38 °
    Tue
    39 °

    ସମ୍ବନ୍ଧିତ