Saturday, April 4, 2026
28.2 C
Odisha

    ଓଡ଼ିଶାର ୩ କୋର୍ଟକୁ ବୋମା ଧମକ: ହାଇକୋର୍ଟ ସମେତ ସମସ୍ତ ପରିସର ଖାଲି

    ଆଗକୁ ପଢନ୍ତୁ

    ରାଜ୍ୟର ୩ଟି ଜିଲ୍ଲା କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଇ-ମେଲ୍ ମାଧ୍ୟମରେ ଆସିଲା ଧମକ । ଏହି ଧମକ ମିଳିବା ପରେ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି । କଟକ, ସମ୍ବଲପୁର ଏବଂ ଦେବଗଡ଼ ଜିଲ୍ଲା କୋର୍ଟକୁ ଏହି ଧମକପୂର୍ଣ୍ଣ ମେଲ୍ ଆସିବା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଅପରାହ୍ଣ ୨ଟା ୪୫ ସୁଦ୍ଧା କୋର୍ଟ ପରିସର ଖାଲି କରିବାକୁ ଧମକ ମିଳିଛି ।ଏହାପରେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଜିଲ୍ଲା କୋର୍ଟ ସମେତ ଓଡ଼ିଶା ହାଇକୋର୍ଟକୁ ମଧ୍ୟ ତୁରନ୍ତ ଖାଲି କରାଯାଇଛି । ଘଟଣାସ୍ଥଳରେ ବମ୍ ସ୍କ୍ୱାଡ୍, ସନ୍ଧାନୀ କୁକୁର ଓ ବହୁ ସଂଖ୍ୟାରେ ପୁଲିସ ଫୋର୍ସ ପହଞ୍ଚି ତଲାସି ଅଭିଯାନ ଜାରି ରଖିଛନ୍ତି । ବର୍ତ୍ତମାନ ହାଇକୋର୍ଟ ପରିସର ଏକ ପ୍ରକାର ପୁଲିସ ଛାଉଣୀରେ ପରିଣତ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.2 ° C
    28.2 °
    28.2 °
    36 %
    1.9kmh
    93 %
    Fri
    29 °
    Sat
    38 °
    Sun
    37 °
    Mon
    38 °
    Tue
    38 °

    ସମ୍ବନ୍ଧିତ