Wednesday, July 30, 2025
24 C
Odisha

    ଓଡ଼ିଶା ଗସ୍ତରେ ଆସୁଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ କରିବେ ଉଦଘାଟନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଆଜି ସଂଧ୍ୟା ୭ଟା ୫୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସିଧାସଳଖ ପୁରୀ ଯିବେ । ରାତିରେ କୋଣାର୍କ ଇକୋ ରିସର୍ଟରେ ରହିବେ । ନଡ୍ଡାଙ୍କ ଗସ୍ତକୁ ନେଇ ରାଜ୍ୟ ବିଜେପିରେ କସରତ ଆରମ୍ଭ ହୋଇଛି । ନଡ୍ଡାଙ୍କ ଗସ୍ତକୁ ନେଇ ରାଜ୍ୟ ବିଜେପି ଶିବିରରେ ଉତ୍ସାହ ଦେଖିବାକୁ ମିଳିଛି । ନଡ୍ଡା ୨ ଦିନିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି । ଆସନ୍ତାକାଲି ନବମ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ ଉଦଘାଟନ କରିବେ । ଏହାପରେ ଦିନ ୨ଟାରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି । ପରେ ଭୁବନେଶ୍ୱର ଆସି ଅତିଥି ଭବନରେ କିଛି ସମୟ ରହି ସଂଧ୍ୟା ୭ଟାରେ ଦିଲ୍ଲୀ ଫେରିଯିବେ ଜେପି ନଡ୍ଡା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24 ° C
    24 °
    24 °
    89 %
    2.7kmh
    100 %
    Tue
    24 °
    Wed
    28 °
    Thu
    31 °
    Fri
    31 °
    Sat
    30 °

    ସମ୍ବନ୍ଧିତ