Monday, November 3, 2025
20.8 C
Odisha

    ଓଡ଼ିଶା ଗସ୍ତରେ ସିଙ୍ଗାପୁର ରାଷ୍ଟ୍ରପତି

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି । ଆଜି ୧୧ଟା ୪୫ରେ ପହଞ୍ଚିବା ପରେ ଅପରାହ୍ନ ୨ଟାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ । ୪ଟାରେ ସରକାରଙ୍କ ସହ ବୁଝାମଣାପତ୍ର ସ୍ବାକ୍ଷର କାର୍ଯ୍ୟକ୍ରମ ରହିଛି । ତାଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଭୁବନେଶ୍ବରରେ ୪୦ ପ୍ଲାଟୁନ୍ ଫୋର୍ସ ମୁତୟନ ସହ ଅନେକ ରାସ୍ତାରେ ସର୍ବସାଧାରଣ ଯିବା ଆସିବା ଉପରେ କଟକଣା ଜାରି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    20.8 ° C
    20.8 °
    20.8 °
    87 %
    1.6kmh
    100 %
    Mon
    28 °
    Tue
    28 °
    Wed
    27 °
    Thu
    28 °
    Fri
    27 °

    ସମ୍ବନ୍ଧିତ