Sunday, June 28, 2026
27.6 C
Odisha

    ଓଡ଼ିଶା ଗସ୍ତରେ ସିଙ୍ଗାପୁର ରାଷ୍ଟ୍ରପତି

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି । ଆଜି ୧୧ଟା ୪୫ରେ ପହଞ୍ଚିବା ପରେ ଅପରାହ୍ନ ୨ଟାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ । ୪ଟାରେ ସରକାରଙ୍କ ସହ ବୁଝାମଣାପତ୍ର ସ୍ବାକ୍ଷର କାର୍ଯ୍ୟକ୍ରମ ରହିଛି । ତାଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଭୁବନେଶ୍ବରରେ ୪୦ ପ୍ଲାଟୁନ୍ ଫୋର୍ସ ମୁତୟନ ସହ ଅନେକ ରାସ୍ତାରେ ସର୍ବସାଧାରଣ ଯିବା ଆସିବା ଉପରେ କଟକଣା ଜାରି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.6 ° C
    27.6 °
    27.6 °
    82 %
    2.1kmh
    96 %
    Sat
    27 °
    Sun
    38 °
    Mon
    37 °
    Tue
    34 °
    Wed
    32 °

    ସମ୍ବନ୍ଧିତ