Monday, March 2, 2026
34.4 C
Odisha

    ଓଡ଼ିଶା ବିଧାନସଭାର ନୂଆ ୱେବସାଇଟ୍, Odisha Legislative ASSEMBLY ଉଦଘାଟିତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ନୂଆ ୱେବସାଇଟ୍ Odisha Legislative ASSEMBLY ଉଦଘାଟିତ । ଉଦଘାଟନ କଲେ ବିଧାନସଭା ବାଚସ୍ପତି ସୁରମା ପାଢ଼ୀ । ଅଧିକ ସ୍ୱଚ୍ଛ ଓ ଦକ୍ଷ ଶାସନ ଦିଗରେ ଯାତ୍ରାର ଏକ ଗୁରୁତ୍ୱପୂର୍ଣ ପଦକ୍ଷେପ ଆରମ୍ଭ ହେବ । ଓଡ଼ିଶା ସରକାର NICT ବିଭାଗ ଓ ଭାରତ ସରକାର NICର ବୈଷୟିକ ପରାମର୍ଶ ଦ୍ୱାରା ଏହି ୱେବସାଇଟ୍ ପ୍ରସ୍ତୁତ ହୋଇଛି ।

    ବିଧାନସଭାର କାର୍ଯ୍ୟ ଧାରାକୁ ଜନସାଧାରଣଙ୍କ ପାଇଁ ଅଧିକ ସୁଗମ ଓ ସ୍ୱଚ୍ଛ କରିବାରେ ଏହା ଗୁରୁତ୍ୱପୂର୍ଣ ଭୂମିକା ଗ୍ରହଣ କରିବ । ୨୦୧୧ ପରଟୁ ଏହି ସାଇଟ ଅପଡେଟ ହୋଇନଥିଲା । ଏଥିରେ ବିଧାନସଭାର ସମସ୍ତ ସଦସ୍ୟଙ୍କ ତଥ୍ୟ ଉପଲବ୍ଧ ରହିବ । ଓଡ଼ିଶା ଲୋକଙ୍କ ସମ୍ପୃକ୍ତିକୁ ମଧ୍ୟ ପ୍ରତ୍ସାହିତ କରିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    34.4 ° C
    34.4 °
    34.4 °
    18 %
    4.2kmh
    6 %
    Mon
    35 °
    Tue
    36 °
    Wed
    37 °
    Thu
    38 °
    Fri
    39 °

    ସମ୍ବନ୍ଧିତ