Monday, October 26, 2026
20.1 C
Odisha

    ଓଡ଼ିଶା ରଣଜୀ ଦଳ ଘୋଷିତ: ଗୋବିନ୍ଦ ପୋଦ୍ଦାର ଅଧିନାୟକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଘରୋଇ କ୍ରିକେଟର ସର୍ବୋଚ୍ଚ ଟୁର୍ନାମେଣ୍ଟ ରଣଜୀ ଟ୍ରଫି ୨୦୨୪-୨୫ ସିଜନର ପ୍ରଥମ ୨ଟି ମ୍ୟାଚ ପାଇଁ ଶୁକ୍ରବାର ଓଡ଼ିଶା ଦଳ ଘୋଷଣା କରାଯାଇଛି। ସିନିୟର ଚୟନ କମିଟି ମୁଖ୍ୟ ଅମିୟ ରୟ ଓ ମୁଖ୍ୟ କୋଚ୍‌ ସୁରେନ୍ଦ୍ର ଭାବେ ଖେଳାଳି ତାଲିକା ପ୍ରକାଶ କରିଛନ୍ତି। ଗୋବିନ୍ଦ ପୋଦ୍ଦାର ଅଧିନାୟକ ମନୋନୀତ ହୋଇଛନ୍ତି। ଓଡ଼ିଶା ଏହାର ପ୍ରଥମ ମ୍ୟାଚ ତ୍ରିପୁରା ବିପକ୍ଷରେ ଚଳିତ ମାସ ୧୧ରୁ ୧୪ ପର୍ଯ୍ୟନ୍ତ ଅଗରତାଲାରେ ଖେଳିବ। ଦ୍ୱିତୀୟ ମ୍ୟାଚ ଜମ୍ମୁ-କଶ୍ମୀର ବିପକ୍ଷରେ କଟକର ବାରବାଟୀ ଷ୍ଟାଡିୟମରେ ୧୮ରୁ ୨୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।

    : ଗୋବିନ୍ଦ ପୋଦ୍ଦାର (ଅଧିନାୟକ), ଶାନ୍ତନୁ ମିଶ୍ର, ଅନୁରାଗ ଷଡ଼ଙ୍ଗୀ, ସନ୍ଦୀପ ପଟ୍ଟନାୟକ, ବିପ୍ଳବ ସାମନ୍ତରାୟ, କାର୍ତ୍ତିକ ବିଶ୍ୱାଳ, ସ୍ବସ୍ତିକ ସାମଲ, ରାଜେଶ ଧୂପର (ଉଇକେଟ କିପର), ଆଶୀର୍ବାଦ ସ୍ବାଇଁ (ଉଇକେଟ କିପର), ଅନିଲ ପରିଡ଼ା, ସୂର୍ଯ୍ୟକାନ୍ତ ପ୍ରଧାନ, ସୁନୀଲ କୁମାର ରାଉଳ, ରାଜେଶ ମହାନ୍ତି, ଦେବବ୍ରତ ପ୍ରଧାନ, ତାରିଣୀ ସ’, ହର୍ଷିତ ରାଠୋଡ, ସୁମିତ ଶର୍ମା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    20.1 ° C
    20.1 °
    20.1 °
    68 %
    1.7kmh
    20 %
    Sun
    20 °
    Mon
    28 °
    Tue
    29 °
    Wed
    24 °
    Thu
    25 °

    ସମ୍ବନ୍ଧିତ