Sunday, October 11, 2026
24.3 C
Odisha

    ଓଡିଶା ଓ ଛତିଶଗଡ଼ ପୁଲିସ ଏବଂ ସିଆପିଏଫ ଯବାନଙ୍କ ସମ୍ମିଳିତ ଆନ୍ତଃରାଜ୍ୟ ଅଭିଯାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଓଡ଼ିଶାର ନୂଆପଡ଼ା ଜିଲା ଓ ଛତିଶଗଡ଼ର ଗରିଆବନ୍ଧ ଜିଲାର ସୀମାନ୍ତ ଅଞ୍ଚଳରେ ଓଡିଶା ଓ ଛତିଶଗଡ଼ ପୁଲିସ ଏବଂ ସିଆପିଏଫ ଯବାନଙ୍କ ଏକ ସମ୍ମିଳିତ ଆନ୍ତଃରାଜ୍ୟ ଅଭିଯାନ ଆରମ୍ଭ ହୋଇଛି।
    ଉଲ୍ଲେଖଯୋଗ୍ୟ ଯେ, ଗତ ୧୯ ତାରିଖ ରାତିରୁ ଓଡିଶାର ନୂଆପଡ଼ା ଜିଲ୍ଲା ସୀମାଠାରୁ ମାତ୍ର ୫ କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ସଂକ୍ରାନ୍ତରେ ଗୁଇନ୍ଦା ସୂଚନା ମିଳିଥିଲା। ସେହି ଅନୁଯାୟୀ, ଉଭୟ ରାଜ୍ୟର ସୁରକ୍ଷା ବାହିନୀଙ୍କ ସହ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମିଶି ଏହି ସମ୍ମିଳିତ ଅଭିଯାନ ଆରମ୍ଭ କରିଛନ୍ତି। ଆଜି ସକାଳୁ ଉଭୟ ପକ୍ଷରୁ ଗୁଳି ବିନିମୟ ଜାରି ରହିଛି। ପୋଲିସ ପକ୍ଷରୁ ଅଭିଯାନ ଜାରି ରହିଥିବା ବେଳେ ଏ ସଂକ୍ରାନ୍ତରେ ଅଧିକ ସୂଚନା ଶୀଘ୍ର ପ୍ରଦାନ କରାଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    76 %
    1.6kmh
    3 %
    Sun
    24 °
    Mon
    30 °
    Tue
    30 °
    Wed
    30 °
    Thu
    30 °

    ସମ୍ବନ୍ଧିତ