Thursday, October 8, 2026
21.5 C
Odisha

    ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ, ଲାଇସେନ୍ସ ବାତିଲ ନେଇ ବିଏମସିର ଚେତାବନୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଭେଣ୍ଡିଂ ଜୋନ୍, ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଲାଇସେନ୍ସ ବାତିଲ ନେଇ ବିଏମସିର ଚେତାବନୀ । ବିଏମସି ଅଞ୍ଚଳରେ ଗୁଟଖା ବିକ୍ରି ସମ୍ପୂର୍ଣ୍ଣ ନିଷେଧ । ଜୋରଦାର୍ ହେବ ଗୁଟୁଖା ଏନଫୋର୍ସମେଣ୍ଟ ଡ୍ରାଇଭ୍ । ବିଏମସି ସାଧାରଣ ବରିଷଦ ବୈଠକରେ ଏନେଇ ନିଷ୍ପତ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.5 ° C
    21.5 °
    21.5 °
    88 %
    1.2kmh
    0 %
    Thu
    30 °
    Fri
    30 °
    Sat
    30 °
    Sun
    30 °
    Mon
    30 °

    ସମ୍ବନ୍ଧିତ